www.samajalive.in
Saturday, December 6, 2025
17.1 C
Bhubaneswar

‘ସମାଜ’ ବକ୍ତୃତା ପ୍ରତିଯୋଗିତାର ବିଷୟ- ‘ଜନସେବୀ ଗୋପବନ୍ଧୁ’

ଭୁବନେଶ୍ଵର: ଆଜି ମଙ୍ଗଳବାର ଜୁନ ୨୪ ତାରିଖ ପୂର୍ବାହ୍ନ ୯ଟାରେ ଆୟୋଜିତ ହେବ ଜିଲାସ୍ତରୀୟ ଗୋପବନ୍ଧୁ ସ୍ମାରକ ବକ୍ତୃତା ପ୍ରତିଯୋଗିତା। ଏହାର ବିଷୟବସ୍ତୁ ରହିଛି- ‘ଜନସେବୀ ଗୋପବନ୍ଧୁ’।

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ପବିତ୍ର ଶ୍ରାଦ୍ଧ ଦିବସ ଉପଲକ୍ଷେ ଏହି ବକ୍ତୃତା ପ୍ରତିଯୋଗିତା ଆୟୋଜନ କରାଯାଉଛି। ତରୁଣ ପିଢିର ଚିନ୍ତା ଓ ଚେତନାର ଅନନ୍ୟ ପରିପ୍ରକାଶ ପାଇଁ ସମାଜ ପକ୍ଷରୁ ଏହି ଅଭିନବ ପ୍ରୟାସ ଜାରି ରହିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories