www.samajalive.in
Monday, December 8, 2025
14.1 C
Bhubaneswar

ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କଲେ ସୁବ୍ରମଣ୍ୟନ୍ ସ୍ବାମୀ

ପୁରୀ: ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଶୁକ୍ରବାର ସାକ୍ଷାତ କରିଛନ୍ତି ବରିଷ୍ଠ ବିଜେପି ନେତା ତଥା ବରିଷ୍ଠ ଆଇନଜୀବୀ ସୁବ୍ରମଣ୍ୟନ୍ ସ୍ବାମୀ। ଦୁହିଁଙ୍କ ମଧ୍ୟରେ ପ୍ରାୟ ଏକ ଘଣ୍ଟା ରୁଦ୍ଧଦ୍ୱାର ଆଲୋଚନା ହୋଇଛି। ବିଭିନ୍ନ ଧାର୍ମିକ ପ୍ରସଙ୍ଗକୁ ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି। ଶ୍ରୀଜଗନ୍ନାଥ ମନ୍ଦିର ପରିକ୍ରମା ମାର୍ଗ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିବେ ବୋଲି ସେ ଗଣମାଧ୍ୟମକୁ କହିଛନ୍ତି। ସେ କହିଛନ୍ତି, ବିଜୁ ବାବୁଙ୍କ ସହ ତାଙ୍କର ଅତି ଘନିଷ୍ଠ ସଂପର୍କ ଥିଲା। ନବୀନଙ୍କ ସହ ମଧ୍ୟ ତାଙ୍କର ଭଲ ସମ୍ପର୍କ ରହିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories