ଭୁବନେଶ୍ବର : ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁବାବୁଙ୍କ ମନ୍ତ୍ର ଥିଲା, ଯାହା ଲୋକଙ୍କ ସେବା ପାଇଁ ଆମକୁ ସର୍ବଦା ଅନୁପ୍ରାଣିତ କରିଆସିଛି ବୋଲି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍ଚୀ ପ୍ରକାଶ କରିଛି। ପୁଣ୍ୟାତ୍ମା, ଓଡ଼ିଶାର ବରପୁତ୍ର ଓ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଥିବା ସେ କହିଛନ୍ତି।
ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁବାବୁଙ୍କ ମନ୍ତ୍ର ଥିଲା : ସୁବ୍ରତ ବାଗ୍ଚୀ
Popular Categories



