www.samajalive.in
Wednesday, December 10, 2025
17.1 C
Bhubaneswar

ବାଲୁକା ଶିଳ୍ପୀ ସୁଦର୍ଶନଙ୍କୁ ମିଳିଲା ଇଟାଲୀୟ ଗୋଲ୍‌ଡେନ୍‌ ବାଲୁକା କଳା ପୁରସ୍କାର

ପୁରୀ : ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ଶନିବାର ଇଟାଲୀୟ ଅନ୍ତର୍ଜାତୀୟ ବାଲୁକା କଳା ପୁରସ୍କାର ୨୦୧୯ ସମ୍ମାନରେ ସମ୍ମାନିତ କରାଯାଇଛି । ଇଟାଲୀରେ ଚଳିତ ମାସ ୧୩ରୁ ୧୮ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ଆନ୍ତର୍ଜାତିକ ସ୍କୋରାନା ସ୍ୟାଣ୍ଡ ନାଟିଭିଟି ଉତ୍ସବରେ ସୁଦର୍ଶନଙ୍କୁ ଏହି ପୁରସ୍କାର ଦିଆଯାଇଛି। ସୁଦର୍ଶନ ଏହି ଉତ୍ସବରେ ଭାରତର ପ୍ରତିନିଧିତ୍ବ କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories