ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଗୁରୁତର ଅସୁସ୍ଥ

ଭୁବନେଶ୍ବର : ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ମଙ୍ଗଳବାର ସେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ନିଶ୍ୱାସ ପ୍ରଶ୍ବାସ ନେବାରେ ଅସୁବିଧା ହେବା ସହ ଅସୁସ୍ଥ ଅନୁଭବ କରିବାରୁ ତୁରନ୍ତ ତାଙ୍କ ଚିକିତ୍ସା ପାଇଁ ବ୍ୟବସ୍ଥା କରାଯାଇଥିଲା । Related Posts ଶ୍ରୀମନ୍ଦିରକୁ ୫ କୋଟି ଦାନ କଲେ ଶ୍ରଦ୍ଧାଳୁ Oct 18, 2024 ସରିନି ବାହୁବଳୀ … Continue reading ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଗୁରୁତର ଅସୁସ୍ଥ