www.samajalive.in
Sunday, December 7, 2025
26.1 C
Bhubaneswar

ସୁଧାକର ବୁର୍ଗି ଓଏସଏସସି ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ଵର: ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ(ଓଏସଏସସି)କୁ ମିଳିଲା ନୂଆ ଅଧ୍ୟକ୍ଷ। ଅବସରପ୍ରାପ୍ତ ଆଇଏଏସ ସୁଧାକର ବୁର୍ଗି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନର ନୂତନ ଅଧ୍ୟକ୍ଷ ଭାବରେ ନିଯୁକ୍ତ ହୋଇଛନ୍ତି। ପୂର୍ବତନ ଡିଜିପି ଅଭୟଙ୍କ ଓଏସଏସସି ଅଧ୍ୟକ୍ଷ ପଦରୁ ଇସ୍ତଫା ପରେ ସୁଧାକର ବୁର୍ଗିଙ୍କୁ ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ପରବର୍ତ୍ତୀ ନିର୍ଦେଶ ପର୍ଯ୍ୟନ୍ତ ଅଧ୍ୟକ୍ଷ ଦାୟିତ୍ଵ ତୁଲାଇବେ ବୁର୍ଗି। ନିକଟରେ ଓଏସଏସସି ସଦସ୍ୟ ଭାବେ ସେ ନିଯୁକ୍ତି ପାଇଥିଲେ। ପୂର୍ବତନ ଓଏସଏସସି ଅଧ୍ୟକ୍ଷ ଅଭୟ ଚଳିତ ବର୍ଷ ମେ’ ୧୯ ତାରିଖରେ ତାଙ୍କ ପଦବୀରୁ ଇସ୍ତଫା ଦେଇଥିଲେ।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories