www.samajalive.in
Saturday, December 6, 2025
15.1 C
Bhubaneswar

ପାକିସ୍ତାନରେ ଚିନି କିଲୋ ୧୮୦ ଟଙ୍କା

ଇସଲାମାବାଦ : ପାକିସ୍ତାନରେ ଚିନି ମୂଲ୍ୟ ନିୟମିତ ବ୍ୟବଧାନରେ ବଢିଚାଲିଛି। ଚିନିର ବିକ୍ରି ମୂଲ୍ୟ ଉପରେ ସରକାର କଟକଣା ଲାଗୁ କରିଥିଲେ ସୁଦ୍ଧା ଏହା ପ୍ରଭାବଶୂନ୍ୟ ପ୍ରମାଣିତ ହୋଇଛି। ଖୋଲା ବଜାରରେ ଚିନି କିଲୋ ପିଛା ସର୍ବାଧିକ ୧୩୦ ଟଙ୍କାରେ ବିକ୍ରି କରାଯିବ ବୋଲି ନିର୍ଦେଶ ଦିଆଯାଇଥିଲା। ବର୍ତ୍ତମାନ ପାକିସ୍ତାନ ମାର୍କେଟରେ ଏହା କିଲୋ ପିଛା ୧୮୦ ଟଙ୍କାରେ ବିକ୍ରି କରାଯାଉଥିବା ଜଣାପଡିଛି। ମାର୍ଚ୍ଚ ପ୍ରଥମ ସପ୍ତାହରେ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଚିନିର ବିକ୍ରି ମୂଲ୍ୟ ଉପରେ କଟକଣା ଲାଗୁ କରିବା ଫଳରେ ଏହା କିଲୋ ପିଛା ୧୬୮ରୁ ୧୫୮ ଟଙ୍କାକୁ ହ୍ରାସ ପାଇଥିଲା। ତେବେ ରମଜାନ ମାସ ଆରମ୍ଭ ହେବାପରେ ଏହା ପୁଣି ୧୮୦ ଟଙ୍କାକୁ ବୃଦ୍ଧି ପାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories