www.samajalive.in
Monday, December 8, 2025
14.1 C
Bhubaneswar

ବିଷ ପିଇ ଯୁବକଙ୍କ ଆତ୍ମହତ୍ୟା

ବଡ଼ସାହି: ଦୁର୍ଗାପୁର ପଞ୍ଚାୟତ ତ୍ରୀଳୋଚନପୁର ଗ୍ରାମର ବିଜୟ ସିଂଙ୍କ ପୁଅ ଲେଖୁନ(୨୪) ବିଷପିଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ବଡ଼ସାହି ପୁଲିସ୍‍ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବବ୍ୟବଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଛି। କୌଣସି କାରଣରୁ ଲେଖୁନ ଗୁରୁବାର ଘରେ ଥିବା କୀଟନାଶକ ବିଷ ପିଇ ଦେଇଥିଲେ। ଗୁରୁତର ଅସୁସ୍ଥ ଅବସ୍ଥାରେ ତାଙ୍କୁ ପରିବାର ଲୋକେ ପ୍ରଥମେ ବେତନଟୀ ପରେ ବାରିପଦା ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ପୁଲିସ୍‍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories