ରାଉରକେଲା : ରଶି ଲଗାଇ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ହେଉଛନ୍ତି ଅଜୟ ସମାସି। ସେ ପାନପୋଷ ହକି ଛକ ନିକଟରେ ଥିବା ଇଣ୍ଡୋର ଷ୍ଟାଡିୟମର ପଛ ପଟେ ଯୁବକ ଜଣକ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିବାର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Popular Categories



