www.samajalive.in
Sunday, December 7, 2025
23.1 C
Bhubaneswar

ବିଷ ପିଇ ମହିଳାଙ୍କ ଆତ୍ମହତ୍ୟା

ବଡ଼ସାହି: ଚନ୍ଦନପୁର ପଞ୍ଚାୟତ ଗମ୍ଭାରିଆ ଗ୍ରାମର ପ୍ରଧାନ ଟୁଡୁଙ୍କ ପତ୍ନୀ ଫୁଲ(୪୦)ଙ୍କର ବେତନଟୀ ଡ଼ାକ୍ତରଖାନାରେ ମୃତ୍ୟୁ ଘଟିଛି। ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ମନାନ୍ତରରୁ ଗୁରୁବାର ରାତିରେ ଫୁଲ ବିଷ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ବେତନଟୀ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ବଡ଼ସାହି ପୁଲିସ୍‍ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories