www.samajalive.in
Saturday, December 6, 2025
17.1 C
Bhubaneswar

ମାନସିକ ବିକାରଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ମାଲକାନଗିରି : ମାଲକାନଗିରି ଥାନା ଅନ୍ତର୍ଗତ କ୍ରସରମିଲି ନିକଟସ୍ଥ ନନ୍ଦିନିଗୁଡା ଜଙ୍ଗଲ ନିକଟରେ ଜଣେ ଯୁବକ ଗଛରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତିା ମୃତକ ଜଣକ ହେଲେ ଦେବେନ ହାଂସଦା। ତେବେ ଦୀର୍ଘ ଦିନ ହେବ ସେ ମାନସିକ ରୋଗରେ ପୀଡିତ ଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଘରୁ ବାହାରକୁ ଚାଲି ଯାଇଥିଲୋ ପରିବାର ଲୋକ ବହୁ ଖୋଜାଖୋଜି କଲା ପରେ ଆଜି ସକାଳେ ତାଙ୍କ ମୃତଦେହ ନିକଟସ୍ଥ ଜଙ୍ଗଲରେ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲୋ ଗଛରେ ଗାମୁଛା ଦେଇ ସେ ଆତ୍ମହତ୍ୟା କରିଥିବା ବେଳେ ଏ ସମ୍ପର୍କରେ ତାଙ୍କ ପତ୍ନୀ ପୁଲିସକୁ ସୁଚନା ଦେବା ପରେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ବ୍ୟବଛେଦ କରିଛନ୍ତିା ଏ ସମ୍ବନ୍ଧରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛିା

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories