www.samajalive.in
Saturday, December 6, 2025
26.1 C
Bhubaneswar

ଚାଷୀ ଆତ୍ମହତ୍ୟା ଅଭିଯୋଗ

ଯାଜପୁର : ଯାଜପୁର ଜିଲା ପଟୁଣିଆ ଡ଼ିହନରସିଂହପୁର ଗାଁର ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଲକ୍ଷାଧିକ ଟଙ୍କାର ଋଣ କରିଥିବାରୁ ସେ ଚାପଗ୍ରସ୍ତ ଥିଲେ। ସୂଚନା ଯୋଗ୍ୟ, ଗତ ୧୨ ତାରିଖରେ ସେ ବିଷ ପିଇଦେଇଥିଲେ ଓ ଏସସିବିରେ ଚିକିତ୍ସିତ ଅବସ୍ଥାରେ ରବିବାର ତାଙ୍କର ମୃତ୍ୟୁ ହୋଇଛି। ଋଣ ଅଧିକ ହୋଇଯାଇଥିବାରୁ ସୁଝି ନପାରିବା ଚିନ୍ତାରେ ସେ ଆତ୍ମହତ୍ୟା କରିଥିବା ତାଙ୍କ ପତ୍ନୀ ଅଭିଯୋଗ କରିଛନ୍ତି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories