ବାହାନଗା : ବାଲେଶ୍ୱର ଜିଲା ବାହାନଗା ବ୍ଲକ ସୋରୋ ଥାନା ଅନ୍ତର୍ଗତ ଅଞ୍ଜି ପଞ୍ଚାୟତର ପାଳ ସାହିରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ପାଳ ସାହିର ସତ୍ୟବାନ ପାଳ (୫୨) ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।
Popular Categories



