www.samajalive.in
Monday, December 8, 2025
24.1 C
Bhubaneswar

ନିଜ ଶୋଇବା ଘରେ ଆତ୍ମହତ୍ୟା କଲେ ବିବାହିତ ମହିଳା

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଖୁଞ୍ଚିବେଡା ଗ୍ରାମରେ ଗତ ବିଳମ୍ବିତ ରାତିରେ ଜଣେ ବିବାହିତା ମହିଳା ନିଜ ଶୋଇବା ଘରେ ପିନ୍ଧା ଶାଢୀରେ ଆତ୍ମହତ୍ୟା କରିଛନ୍ତି ।
ମୃତ ମହିଳା ସେହି ଗ୍ରାମର ବିଶୁନୁ ମୁଣ୍ଡାଙ୍କ ସ୍ତ୍ରୀ ରୀନା ମୁଣ୍ଡା (୩୪) ବୋଲି ଜଣାପଡିଛି। ସେ ବିଳମ୍ବିତ ରାତିରେ ସମସ୍ତେ ଖାଇ ପିଇ ଶୋଇଯିବା ପରେ ନିଜ ଶୋଇବା ଘରେ ଆତ୍ମହତ୍ୟା କରିଛନ୍ତି । ଖବର ପାଇ ପାଟଣା ଥାନା ଅଧିକାରୀ ରାଜେନ୍ଦ୍ର ସ୍ୱାଇଁ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପାଟଣା ପଠାଇବା ସହ ତଦନ୍ତ ଆରମ୍ଭ କରିଛି । ତେବେ ରୀନା ମୁଣ୍ଡା କାହିଁକି ଓ କେଉଁ ପରିସ୍ଥିତିରେ ଆତ୍ମହତ୍ୟା କଲେ ତାହା ସ୍ପଷ୍ଟ ହୋଇନାହିଁ ।

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories