www.samajalive.in
Friday, December 12, 2025
19.1 C
Bhubaneswar

ଏପ୍ରିଲ ୧୮ରୁ ଖରାଛୁଟି

ଭୁବନେଶ୍ଵର: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପ୍ରବଳ ଖରା ତାତିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ଏପ୍ରିଲ ୧୮ ତାରିଖରୁ ଖରାଛୁଟି ପାଇଁ ଘୋଷଣା କରାଯାଇଛି। ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣପଦ ସେଠୀ ମଙ୍ଗଳବାର ଏ ନେଇ ସୂଚନା ଦେଇଛନ୍ତି। ଫଳରେ ଆସନ୍ତା ୧୮ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। କେବେ ସ୍କୁଲ ଖୋଲିବ ସେ​‌ ନେଇ​‌ କୌଣସି ସୂଚନା ଦିଆଯାଇ ନାହିଁ।

Hot this week

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

Related Articles

Popular Categories