୧୭ ଅକ୍ଟୋବରରେ ତୁଳା ରାଶିରେ ବୁଦ୍ଧାଦିତ୍ୟ ଯୋଗ; ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ୨୦ ଅକ୍ଟୋବର ପର୍ଯ୍ୟନ୍ତ ଗ୍ରହ ସ୍ଥିତି ଖୁବ୍‌ ଖାସ୍‌ । ୧୭ ଅକ୍ଟୋବରରେ ସୂର୍ଯ୍ୟ ରାଶି ପରିବର୍ତ୍ତନ କରି ତୁଳା ରାଶିରେ ପ୍ରବେଶ କରିବେ । ଫଳରେ ତୁଳା ରାଶିରେ ବୁଦ୍ଧାଦିତ୍ୟ ଯୋଗ ସୃଷ୍ଟି ହେବ । ସେହିପରି ୨୦ ଅକ୍ଟୋବରରେ ମଙ୍ଗଳ ଚଳନ କରିବେ । ଗ୍ରହଙ୍କ ଏହି ଚଳନ କିଛି ରାଶି ବ୍ୟକ୍ତି ବିଶେଷଙ୍କ କର୍ମକ୍ଷେତ୍ରରେ ଶୁଭଫଳ ପ୍ରଦାନ କରିବ । ଚାକିରି ଓ ବ୍ୟବସାୟରେ ଲାଭ ହେବ । … Continue reading ୧୭ ଅକ୍ଟୋବରରେ ତୁଳା ରାଶିରେ ବୁଦ୍ଧାଦିତ୍ୟ ଯୋଗ; ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ..