www.samajalive.in
Saturday, December 6, 2025
15.1 C
Bhubaneswar

ପଦ୍ମ ଧରିଲେ ସୁନନ୍ଦା ଦାସ

ଭୁବନେଶ୍ବର : ପଦ୍ମ ଧରିଲେ ସୁନନ୍ଦା। ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ନିଜ ସମର୍ଥକଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସୁନନ୍ଦା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିିତିରେ ସାମିଲ ହୋଇଥିବା ସୂଚନା ମିଳିଛି। ସୁନନ୍ଦା ୨୦୧୯ ମସିହାରୁ ୨୦୨୪ ପର୍ଯ୍ୟନ୍ତ ବରୀରୁ ବିଧାୟିକା ହୋଇଥିଲେ। ୨୦୨୪ ନିର୍ବାଚନରେ ସୁନନ୍ଦାଙ୍କୁ ବିଜେଡିରୁ ଟିକେଟ୍ ମିଳିନଥିଲା। କିଛି ଦିନ ପୂର୍ବରୁ ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଦଳରେ ତାଙ୍କୁ ଅଣଦେଖା କରାଯାଇଥିବା ସେ ଅଭିଯୋଗ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories