www.samajalive.in
Wednesday, November 19, 2025
29.1 C
Bhubaneswar

ବନ୍ଧା ହେଲେ କୋଟିପତି ଏଡିଏମ୍‍

ଭୁବନେଶ୍ୱର: ବନ୍ଧା ହେଲେ କୋଟିପତି ଏଡିଏମ୍‍ । ସୁନ୍ଦରଗଡ଼ ଏଡିଏମଙ୍କୁ ଗିରଫ କଲା ଭିଜିଲାନ୍ସ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଏଡିଏମ ବିଶ୍ୱଜିତ୍‍ ମହାପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗିରଫ କରାଯିବା ପରେ ଆଜି ତାଙ୍କୁ ଭିଜିଲାନ୍ସ କୋର୍ଟରେ ହାଜର କରାଯିବ । ପୂର୍ବରୁ ଏଡିଏମଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ନେଇ ଭିଜିଲାନ୍ସ ସୂଚନା ପାଇଥିଲା । ଗତ ୨ଦିନ ଧରି ଭିଜିଲାନ୍ସ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରିଥିଲା । ଚଢ଼ାଉ ସମୟରେ ଭିଜିଲାନ୍ସ ବିପୁଳ ପରିମାଣର ସମ୍ପତ୍ତି ଜବତ କରିଥିଲା । ଜବତ ସମ୍ପତ୍ତି ଗୁଡ଼ିକ ମଧ୍ୟରୁ ଅଧିକାଂଶ ସମ୍ପତ୍ତି ଏଡିଏମ୍‍ ଓ ତାଙ୍କ ପତ୍ନୀଙ୍କ ନାଁରେ ରହିଥିବା ଜିଜିଲାନ୍ସ ଜାଣିବାକୁ ପାଇଛି ।

Hot this week

ଶୀତ ଦିନେ ଗୁଡ ଖାଇଲେ ମିଳିବ ଅନେକ ଫାଇଦା

ସମାଜ ଲାଇଭ ଡ଼େସ୍କ : ଶୀତଦିନ ଆସିବା ସହିତ ଗୁଡ଼ ବଜାରରେ...

ଯୁବତୀଙ୍କୁ ପ୍ରେମ ପ୍ରତାରଣା; ବନ୍ଧା ହେଲେ ଏୟାର ଫୋର୍ସର ଯବାନ

ଭୁବନେଶ୍ବର: ମହଙ୍ଗା ପଡିଲା ଲଭ୍‌, ସେକ୍ସ ଆଉ ଧୋକା। ଯୁବତୀଙ୍କ ସହ...

ବିଷାକ୍ତ ପାଉଁଶ ବୋଝଇ ଟ୍ରକ ଦୁର୍ଘଟଣାରେ ବାବାଙ୍କ ମୃତ୍ୟୁ

ରେଢ଼ାଖୋଲ: ୫୫ ନଂ ଜାତୀୟ ରାଜପଥ ରେଢ଼ାଖୋଲ ଡାକ୍ତରଖାନା ଛକ ନିକଟରେ...

ବଢୁଛି ଭାଇରାଲ ସଂକ୍ରମଣ: କଣ କରିବେ

ସମାଜ ଡିଜିଟାଲ ଡେସ୍କ: ଆମ ଚାରିପାଖରେ ଅନେକ ଲୋକଙ୍କୁ ଦେଖିଛେ ଯେଉଁମାନେ...

ବିହାର : କାହାକୁ ମିଳିବ ମନ୍ତ୍ରୀପଦ ?

ସମାଜ ଲାଇଭ ଡ଼େସ୍କ : ବିହାରରେ ଏନଡିଏ ସରକାର ଆସନ୍ତାକାଲି ଶପଥ...

Related Articles

Popular Categories