BJD Bijuli 480×75 Mob

ଲଗାଣ ବର୍ଷା ପାଇଁ ଏହି ଜିଲାରେ ସବୁ ସ୍କୁଲ ଛୁଟି

BJD Bijuli 480×75 Mob

ସୁନ୍ଦରଗଡ : ଲଗାଣ ବର୍ଷା ଯୋଗୁଁ ସୁନ୍ଦରଗଡରେ ଗୁରୁବାର ସମସ୍ତ ବିଦ୍ୟାଳୟ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ସବୁ ସରକାରୀ ଓ ବେସରକାରୀ ସ୍କୁଲ, ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି କରାଯିବା ନେଇ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

Comments are closed.