www.samajalive.in
Saturday, December 6, 2025
26.1 C
Bhubaneswar

ଘାଟିରେ ବାଇକକୁ ପିଟିଲା ହାଇୱା ; ଶଳା,ଭିଣୋଇ ମୃତ

ସୁନ୍ଦରଗଡ : ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ଶଳା, ଭିଣୋଇଙ୍କ ଜୀବନ। ଲହୁଣିପଡା ଦଲମକୁଚା ଘାଟିରେ ବାଇକକୁ ହାଇୱା ପିଟିବାରୁ ଏହି ଦୁର୍ଘଟଣା ଘଟିଥିବା ବେଳେ ମୃତକ ସମ୍ପର୍କରେ ଶଳା,ଭିଣୋଇ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories