www.samajalive.in
Saturday, December 6, 2025
26.1 C
Bhubaneswar

ଜଙ୍ଗଲରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ଧରୁଆଡିହି ଥାନା ସାଲେପାଲି ମାନମୁଣ୍ଡା ଜଙ୍ଗଲରୁ ଗୁରୁବାର ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତଦେହ ଅଳ୍ପ ଦୁରରେ ପଡ଼ିଛି ବାଇକ। ଉଭୟ ଯୁବକ ଫୁଟବଲ ଜର୍ସି ପିନ୍ଧିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି।  ଉଭୟ ଯୁବକ ସଦର ଥାନା ବିଜୁଳିଖମନ ଅଞ୍ଚଳର ବୋଲି ସୂଚନା ମିଳିଛି। ଯୁବକ ବାଇକରେ ଯାଉଥିବା ବେଳେ କଲଭର୍ଟ ପିଟି ହୋଇ ଛିଟିକି ପଡିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ଧରୁଆଡ଼ିହି ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories