www.samajalive.in
Sunday, December 7, 2025
23.1 C
Bhubaneswar

ଜିନ୍ଦଲ କଲୋନୀର ୬ଜଣଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ସୁନ୍ଦରଗଡ : ସୁନ୍ଦରଗଡ ଜିଲା ଟେନସା ଫାଣ୍ଡି ଅଧିନରେ ଥିବା ଜିନ୍ଦଲ କଲୋନୀରେ ୬ ଜଣଙ୍କ ଘରୁ ଲୁଟ୍‌ ହୋଇଥିବା ନେଇ ଗୁରୁବାର ଅଭିଯୋଗ ହୋଇଛି । ଦୁର୍ବୃତ୍ତମାନେ ୬ ଜଣଙ୍କ ଘରେ କଳାକନା ବୁଲାଇଛନ୍ତି । ଲୁଟେରାମାନେ କବାଟ ତାଡି ନଗଦ ଟଙ୍କା ସହ ସୁନାଗହଣା ଲୁଟି ନେଇଛନ୍ତି । ଜିନ୍ଦଲ କଲୋନୀରେ ରହୁଥିବା ୬ଟି ପରିବାର ବାହାରକୁ ଯାଇଥିବା ବେଳେ ଘରେ କେହି ନଥିବା ସୁଯୋଗ ନେଇ ଲୁଟେରାମାନେ ଘରେ ପଶି ଲୁଟ୍‌ କରି ଚମ୍ପଟ ମାରିଥିଲେ । କଲୋନୀରେ ରହୁଥିବା ଅନ୍ୟ ଲୋକମାନେ କବାଟ ତଡା ଯାଇଥିବା ଦେଖି ପୁଲିସକୁ ଖବର ଦେଇଥିଲେ । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।

ଲକ୍ଷାଧିକ ଟଙ୍କାର ଧଳାଜହର ଜବତ ; ୨ ଗିରଫ

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories