www.samajalive.in
Monday, December 8, 2025
27.1 C
Bhubaneswar

ସୁନ୍ଦରଗଡ଼଼ରେ ଫୁଟିଲା ଗୁଳି: ଯୁବକ ଗୁରୁତର, ମେଡ଼ିକାଲରେ ଭର୍ତ୍ତି

ସୁନ୍ଦରଗଡ଼଼: ସୁନ୍ଦରଗଡ଼଼ ଲେଫ୍ରିପଡ଼ାରେ ଯୁବକଙ୍କୁ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ଦର୍ଲିପାଲି ନିକଟରେ ବ୍ୟବସାୟିକ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି। ଯୁବକଙ୍କ ଛାତିରେ ଗୁଳି ବାଜିଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର ପରେ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories