www.samajalive.in
Sunday, December 7, 2025
26.1 C
Bhubaneswar

ରବିବାର ରାଶିଫଳ (୦୮-୧୧-୨୦୨୦)

ମେଷ: ପରିଶ୍ରମର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ପ୍ରଭୂତ ବିଦ୍ୟାର ଅଧିକାରୀ ହେବେ। ଯଶସ୍ୱୀ ହେବେ। ବିଳାସୀ ହୋଇପାରନ୍ତି। ନିର୍ଭୟରେ କାର୍ଯ୍ୟ କରିବେ। ଜନ ସମର୍ଥନ ଲାଭ କରିବେ।

ବୃଷ: ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ଗ୍ରହଣ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ। ପ୍ରତିରୋଧକୁ ଏଡ଼ାଇ ଆଗକୁ ବଢ଼ି ପାରନ୍ତି। ଶୁଭକାର୍ଯ୍ୟ କରିପାରନ୍ତି। ଦେବ ଦର୍ଶନ ମିଳିବ। ସରକାରୀ ସ୍ତରରୁ ଲାଭ ମିଳିବ।

- Advertisement -

ମିଥୁନ: ଆଶାବାଦୀ ହୋଇପାରନ୍ତି। ବିଷାଦିତ ହୋଇପାରନ୍ତି। ଶାସ୍ତ୍ରାଭ୍ୟାସୀ ହେବେ। ବିନୀତ ସ୍ୱଭାବ ସମ୍ପନ୍ନ ହୋଇପାରନ୍ତି। ମନ୍ତ୍ରଣା ଶକ୍ତିଯୁକ୍ତ ହେବେ। କାବ୍ୟକର୍ତ୍ତା ହେବେ। ପରୋପକାରୀ ହେବେ। ଧନଲାଭର ସୂଚନା ମିଳୁଛି।

କର୍କଟ: ସମ୍ମାନିତ ହେବେ। ପ୍ରୀତି ଭୋଜନ ମିଳିପାରେ। ଆୟ ବୃଦ୍ଧିର ସୂଚନା ମିଳୁଛି। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହେବେ। ସୁସ୍ଥ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆ ବନ୍ଧୁ ଜୁଟିବେ। ଚିନ୍ତାଧାରା ଉନ୍ନତମାନର ହେବ।

ସିଂହ: ଜଟିଳ କାର୍ଯ୍ୟକୁ ସରଳୀକରଣ କରିବାରେ ପାରଙ୍ଗମ ହେବେ। ଆପଣଙ୍କୁ ପ୍ରତାରିତ କରିବାକୁ କେହି ଉଦ୍ୟମ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ମିଷ୍ଟଭାଷୀ ହେବେ।

କନ୍ୟା: ମିଳିଥିବା ସୁଯୋଗର ଉପଯୋଗ କରିବେ। ମୂଲ୍ୟବାନ୍‍ ଦ୍ରବ୍ୟ ଲାଭ ହୋଇପାରେ। ସୁଖକର ଖବର ମିଳିବ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ତୁଳା: ମନଫୁର୍ତ୍ତି ରହିବ। ସମ୍ମାନିତ ହେବେ। ଶ୍ରମ ସାର୍ଥକ ହେବ। ଖୁସି ଖବର ମିଳିବ। କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ କରିପାରନ୍ତି। ବିବାଦରେ ବିଜୟୀ ହେବେ।

ବିଛା: ଲୋଭଗ୍ରସ୍ତ ହୋଇପାରନ୍ତି। କାର୍ଯ୍ୟର ସଫଳ ରୂପାୟନ କରିବାରେ ପାରଙ୍ଗମ ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‍ବ୍ୟବହାର କରିପାରନ୍ତି। ବିବାଦୀୟ ପ୍ରତିଯୋଗିତାରେ ବିଜୟୀ ହେବେ। ପାରିବାରିକ ସୁଖ ମିଳିବ।

ଧନୁ: ସୁଯୋଗର ଉପଯୋଗ କରିପାରନ୍ତି। ଆର୍ଥିକ ସ୍ଥିତି ଦୁର୍ବଳ ରହିପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। କାର୍ଯ୍ୟରେ ସମସ୍ୟା ଦେଖାଦେଇ ପାରେ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଯାନବାହନରେ ସତର୍କ ହେବେ।

ମକର: ସମସ୍ୟା ସମାଧାନରେ ପାରଙ୍ଗମ ହେବେ। ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ପ୍ରସ୍ତୁତି ପର୍ବ ଶେଷ ହେବ। ସୁସ୍ୱାଦୁ ଭୋଜନ ମିଳିପାରେ। ଆନନ୍ଦ ଉପଭୋଗ କରିବେ।

କୁମ୍ଭ: କର୍ମଚଞ୍ଚଳ ରହିବେ। ମନ ଫୁ୍‍ର୍ତ୍ତି ରହିବ। ପ୍ରିୟ ବନ୍ଧୁଙ୍କ ସାହାଯ୍ୟ ମିଳିବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭଖବର ପାଇ ଖୁସି ହେବେ। ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ। ଋଣ ପରିଶୋଧ କରିବେ।

ମୀନ: ଅଧ୍ୟାପନା ପାଇଁ ପ୍ରସ୍ତୁତି ସ୍ୱରୂପ ଅଧ୍ୟୟନରତ ହେବେ। ବିଭିନ୍ନ ସୂତ୍ରରୁ ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶୁଭଖବର ପାଇ ଖୁସି ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହୋଇପାରେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories