www.samajalive.in
Saturday, December 6, 2025
26.1 C
Bhubaneswar

ମାମୁକୁ ପଥରରେ ଛେଚି ହତ୍ୟା କଲା ଭଣଜା

ସୁନ୍ଦରଗଡ: ମାମୁକୁ ପଥରରେ ଛେଚି ହତ୍ୟା। ଅତି ବିଭତ୍ସ ଭାବରେ ହତ୍ୟା କରିଛି ଭଣଜା। ସୁନ୍ଦରଗଡ ଜିଲ୍ଲା କେ ବଲାଙ୍ଗ ଥାନା ଗୌଡୁଣିପୋଷ  ଗାଁ ପତଳା ସାହିରେ ଏହି ଘଟଣା ଘଟିଛି। ତେବେ ମାମୁ ଭଣଜା ଘରକୁ ବୁଲିବାକୁ ଯାଇଥିଲେ। ସେଠାରେ କୌଣସି କାରଣକୁ ନେଇ ମାମୁ ଭଣଜାଙ୍କ ମଧ୍ୟରେ ବଚସା ହୋଇଥିଲା। ଯେଉଁଥିରେ ଉତ୍ତ୍ୟକ୍ତ ହୋଇ ଭଣଜା ମାମୁକୁ ପଥରରେ ଛେଚି ହତ୍ୟା କରିଥିଲା। ହତ୍ୟାକାଣ୍ଡ ପରେ କେ.ବଲାଙ୍ଗ ଥାନାରେ ଆତ୍ମସମର୍ପଣ କରିଥିଲା ଅଭିଯୁକ୍ତ ଗୁରୁ ଧିବର । ତାକୁ ଅଟକ ରଖି ପୁଲିସ ପଚରାଉଚରା ଜାରି ରଖିଛି। ଏ ନେଇ ପୁଲିସ୍ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories