www.samajalive.in
Wednesday, December 10, 2025
23.1 C
Bhubaneswar

ସଡ଼କ ଦୁର୍ଘଟଣାରେ ୨ ହକି ଖେଳାଳୀ ମୃତ

ସୁନ୍ଦରଗଡ଼: ସଡ଼କ ଦୁର୍ଘଟଣାରେ ୨ଜଣ ହକି ଖେଳାଳୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଛତିଶଗଡ଼ ଟପକରା କତେଇବରା ନିକଟରେ ଦୁର୍ଘଟଣା ଘଟି ୨ଜଣ ହକି ଖେଳାଳୀଙ୍କ ମୃତ୍ୟୁ ହୋଇଛି। ତେଲ ଟ୍ୟାଙ୍କର ଧକ୍କାରେ ୨ ହକି ଖେଳାଳୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ୨ ହକି ଖେଳାଳୀ ସୁମିଲାନ ଟପ୍ପୋ ଏବଂ ସଚିନ ଟପ୍ପୋ ବୋଲି ଜଣାପଡ଼ିଛି। ମୃତକ  ସୁମିଲାନ ଟପ୍ପୋ ଏବଂ ସଚିନ ଟପ୍ପୋ ହକି ଖେଳି ଛତିଶଗଡ଼ ବଲୁଆବାହାଲ ଗାଁରୁ ଫେରୁଥିଲେ। ହକି ଖେଳାଳୀ ତଳସରା ରାମପୁର ପଞ୍ଚାୟତ ନିମଡିହି ଗାଁର ବୋଲି ଜଣାପଡ଼ିଛି।

Hot this week

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

Related Articles

Popular Categories