www.samajalive.in
Saturday, December 6, 2025
26.1 C
Bhubaneswar

ସାମାନ୍ୟ ବଚସାରୁ ଯୁବକଙ୍କୁ ହାଣିଲେ ଦୁଇ ଭାଇ

ସମାଜ ଡିଜିଟାଲ ଡେସ୍କ: ସୁନ୍ଦରଗଡ଼ ଜିଲା ସଦର ଥାନା ରତନପୁର ଗାଁରେ ଅଭାବନୀୟ ଘଟଣା ଘଟିଛି। ରାସ୍ତା ଉପରେ ଜଣେ ଯୁବକଙ୍କୁ ହାଣିଲେ ଦୁଇ ଭାଇ। ସାମାନ୍ୟ ବଚସାକୁ ନେଇ ଉଭୟଙ୍କ ମଧ୍ୟରେ ପ୍ରଥମେ ଯୁକ୍ତିତର୍କ ହୋଇଥିଲା ପରେ ଉତ୍ତ୍ୟେକ୍ତ ଦୁଇ ଭାଇ ସଂପୃକ୍ତ ଯୁବକଙ୍କୁ ଭୁଜାଲିରେ ହାଣି ହତ୍ୟା କରିଛନ୍ତି। ମୃତ ଯୁବକଙ୍କ ନାମ ମନୋଜ ସା ବୋଲି ଜଣାପଡ଼ିଛି। ଘଟଣାପରେ ଅଭିଯୁକ୍ତ ଦୁଇ ଭାଇ ଫେରାର ହୋଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଛାନଭିନ୍‌‌ ଆରମ୍ଭ କରିଛି। ଘଟଣାରେ ସଂପୃକ୍ତ ଥିବା ସନ୍ଦେହରେ ଜଣଙ୍କ ଅଟକ ରଖି ପୁଲିସ ପଚରାଉଚରା କରୁଛି।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories