www.samajalive.in
Friday, December 5, 2025
27.1 C
Bhubaneswar

ସୁନ୍ଦରଗଡରେ ଲଜ୍ଜା; ନାବାଳିକାକୁ ଅପହରଣ ପରେ ଦୁଷ୍କର୍ମ ଅଭିଯୋଗ

ସମାଜ ଡିଜିଟାଲ ଡେସ୍କ: ସୁନ୍ଦରଗଡରେ ପୁଣି ଲଜ୍ଜାଜନକ ଘଟଣା ଘଟିଛି । ୧୪ବର୍ଷର ନାବାଳିକାକୁ ଅପହରଣ କରି ଜଙ୍ଗଲରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ୨୫ତାରିଖ ରାତି ୧୦ଟା ସମୟରେ ନାବାଳିକାକୁ ବାଇକରେ ଅପହରଣ କରି ଦୁଷ୍କର୍ମ କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ଅଭିଯୁକ୍ତ ୨୨ବର୍ଷୀୟ କିଶୋର ଲାକ୍ରାଙ୍କୁ ଗିରଫ କରିଛି ପୁଲିସ । ସଂପୃକ୍ତ ଯୁବକଙ୍କୁ ଆଜି କୋର୍ଟ ଚାଲାଣ କରାଯିବ ବୋଲି ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories