www.samajalive.in
Sunday, December 14, 2025
26.1 C
Bhubaneswar

ଆଜି ଜନତା ମୈଦାନରେ ପରିବେଷଣ କରିବେ ସୁନିଧି ଚୌହାନ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ଆସୁଛନ୍ତି ବଲିଉଡର ଖ୍ୟାତନାମା ଗାୟିକା ସୁନିଧି ଚୌହାନ। ଭୁବନେଶ୍ୱରସ୍ଥିତ ଜନତା ମୈଦାନରେ ସୁନିଧି ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସଙ୍ଗୀତ ପରିବେଷଣ କରିବେ। ସୁନିଧିଙ୍କ ଆଗମନ ନେଇ ତାଙ୍କର ଫ୍ୟାନମାନଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ସେ ଗାଇଥିବା କ୍ରେଜି କିୟାରେ, ମୁଝସେ ଶାଦୀ କରୋଗୀ, ଧୁମ ମଚାଲେ ଏବଂ ଶୀଲା କି ଜୱାନୀ ଭଳି ସୁପର ହିଟ ସେ ଏଠାରେ ପରିବେଷଣ କରିବେ। ତାଙ୍କ ସହ ଅର୍ଜୁନ କାନୁନଗୋ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories