www.samajalive.in
Monday, December 15, 2025
24.1 C
Bhubaneswar

ନୂଆପଡା ଗସ୍ତରେ ପୋଲିସ ମହା ନିର୍ଦ୍ଦେଶକ ସୁନିଲ ବଂଶଲ

ନୂଆପଡ଼ା: ନୂଆପଡା ଗସ୍ତରେ ପୋଲିସ ମହା ନିର୍ଦ୍ଦେଶକ ସୁନିଲ ବଂଶଲ । ଆଜି ସ୍ବତନ୍ତ୍ର ହେଲିକେପ୍ଟର ଯୋଗେ ଦିନିକିଆ ନୂଆପଡ଼ା ଗସ୍ତ କରିଛନ୍ତି । ଦାୟିତ୍ୱ ଗ୍ରହଣ କରିବା ପରେ ଏହା ତାଙ୍କର ପ୍ରଥମ ନୂଆପଡ଼ା ଗସ୍ତ । ସୂଚନା ଅନୁଯାୟୀ ଆଗାମୀ ନିର୍ବାଚନକୁ କିଭଳି ସୁରକ୍ଷିତ କରାଯାଇପାରିବ ସେ ନେଇ ବିଭିନ୍ନ ଅଧିକାରୀଙ୍କ ସହ ଆଲୋଚନ କରିଛନ୍ତି ସୁନିଲ । ଏଥି ସହ ଅନ୍ୟାନ୍ୟ କାର୍ଯ୍ୟ ସମ୍ପର୍କରେ ପୋଲିସ ମହା ନିର୍ଦ୍ଦେଶକ ସୁନିଲ ବଂଶଲ ଆଲୋଚନା କରିଥିବା ମଧ୍ୟ ଜଣାପଡ଼ିଛି ।

Hot this week

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

Related Articles

Popular Categories