www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ଅଂଶୁଘାତରେ ୨ ମୃତ- ସ୍ୱାସ୍ଥ୍ୟ ବିଭାଗ ସୂଚନା

ଭୁବନେଶ୍ୱର : ରାଜ୍ୟରେ ଅଂଶୁଘାତରେ ସରକାରୀ ଭାବେ ଆଉ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ସୋମବାର ଖବର ସାମ୍ନାକୁ ଆସିଛି। ବାଲେଶ୍ୱର ପରେ ଢେଙ୍କାନାଳରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୫୭କୁ ବୃଦ୍ଧି ପାଇଛି। ସୁନ୍ଦରଗଡରେ ସର୍ବାଧିକ ୬୦, ମୟୁରଭଞ୍ଜରେ ୪୦ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି। ଅଂଶୁଘାତ ଆକ୍ରାନ୍ତ ଓ ମୃତ୍ୟୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସାଢେ ୧୧ରେ ୪୧ ଟପିଲା: ବାଲେଶ୍ଵର ସବୁଠୁ ଉତ୍ତପ୍ତ

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories