www.samajalive.in
Monday, December 15, 2025
15.1 C
Bhubaneswar

ନାଗରିକତା ଆଇନ ଉପରେ ସ୍ଥଗିତାଦେଶକୁ ସୁପ୍ରିମକୋର୍ଟଙ୍କ ନା, କେନ୍ଦ୍ରକୁ ନୋଟିସ

ନୂଆଦିଲ୍ଲୀ: ନାଗରିକତା ଆଇନ ବିରୋଧରେ ସୁପ୍ରିମକୋର୍ଟରେ ରୁଜୁ ହୋଇଥିବା ୫୯ଟି ଆବେଦନ ଉପରେ ବୁଧବାର ଶୁଣାଣି ହୋଇଛି। ଏସବୁ ଆବେଦନ ଉପରେ ସୁପ୍ରିମକୋର୍ଟ ବିଚାର କରି କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ଏହା ସହିତ ଆଇନ ଉପରେ ସ୍ଥଗିତାଦେଶ ଜାରି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଜାନୁୟାରୀ ୨ୟ ସପ୍ତାହ ସୁଦ୍ଧା କେନ୍ଦ୍ର ସରକାର ଜବାବ ରଖିବାକୁ ସୁପ୍ରିମକୋର୍ଟ ନିର୍ଦେଶ ଜାରି କରିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଜାନୁୟାରୀ ୨୨ ତାରିଖରେ ହେବା ନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଦିନ ଧାର୍ଯ୍ୟ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories