www.samajalive.in
Saturday, December 6, 2025
26.1 C
Bhubaneswar

ଶାରଦା ଚିଟ୍‍ଫଣ୍ଡ ଦୁର୍ନୀତି ତଦାରଖ ପାଇଁ ଆବେଦନ ସୁପ୍ରିମକୋର୍ଟରେ ଖାରଜ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗରେ ଶାରଦା ଚିଟ୍‍ଫଣ୍ଡ ଦୁର୍ନୀତିର ସିବିଆଇ ଦ୍ୱାରା ତଦନ୍ତକୁ ସୁପ୍ରିମକୋର୍ଟ ତଦାରଖ କରିବାପାଇଁ କିଛି ନିବେଶକାରୀଙ୍କ ଆବେଦନକୁ ଅଦାଲତ ଖାରଜ କରିଦେଇଛନ୍ତି । ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଓ ଜଷ୍ଟିସ୍‍ ସଞ୍ଜୀବ୍‍ ଖାନ୍ନାଙ୍କ ଖଣ୍ଡପୀଠ  ନିବେଶକାରୀଙ୍କ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି । ସୂଚନାଯୋଗ୍ୟ, ସୁପ୍ରିମକୋର୍ଟ ୨୦୧୩ ରେ ମାମଲାର ତଦନ୍ତ ସିବିଆଇକୁ ହସ୍ତାନ୍ତର କରିଥିଲେ ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories