www.samajalive.in
Monday, December 8, 2025
17.1 C
Bhubaneswar

ପ୍ରବାସୀ ଓଡ଼ିଆ ରାଜ୍ୟରେ ପ୍ରବେଶ ପ୍ରସଙ୍ଗ : ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ସୁପ୍ରିମକୋ‌ର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ : ଓଡ଼ିଶା ହାଇକୋର୍ଟ ପ୍ରବାସୀଙ୍କ ରାଜ୍ୟ ପ୍ରବେଶକୁ ନେଇ ଜାରି କରିଥିବା କଟକଣା ଉପରେ ଆଜି ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣ, ଜଷ୍ଟିସ ଏସ.କେ.କାଉଲ୍ ଏବଂ ଜଷ୍ଟିସ୍ ବି ଆର ଗବାଇଙ୍କୁ ନେଇ ଗଠିତ ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ଏହି ନିର୍ଦ୍ଦେଶକୁ ସ୍ଥଗିତ ରଖିଛନ୍ତି। ଖଣ୍ଡପୀଠ ତାଙ୍କର ଣୁଣାଣିରେ କହିଛନ୍ତି, ଓଡ଼ିଶା ହାଇକୋର୍ଟଙ୍କ ଯେଉଁ ନିର୍ଦ୍ଦେଶ ଲୋକଙ୍କୁ ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ପ୍ରବେଶ କରିବା ଉପରେ ନିଷେଧ କରିଛି ତାହାକୁ ଆମେ ସ୍ଥଗିତ ରଖୁଛୁ।
ଉଲ୍ଲେଖ ଯୋଗ୍ୟ, ଗତକାଲି ରାଜ୍ୟକୁ ଫେରୁଥିବା ପ୍ରବାସୀ ଓଡିଆଙ୍କୁ ନେଇ ଗୁରୁତ୍ଵପୂର୍ଣ୍ଣ ନିର୍ଦେଶ ଦେଇଥିଲେ ଓଡ଼ିଶା ହାଇକୋର୍ଟ । ଅନ୍ୟରାଜ୍ୟରୁ ଓଡିଶା ଫେରିବା ପୂର୍ବରୁ ସମସ୍ତ ପ୍ରବାସୀଙ୍କର କରୋନା ଟେଷ୍ଟ କରାଯାଉ ଏବଂ କରୋନା ନେଗେଟିଭ୍ ଆସିଲେ ରାଜ୍ୟକୁ ପ୍ରବେଶ ଅନୁମତି ମିଳୁ ବୋଲି ହାଇକୋର୍ଟ ନିର୍ଦେଶ ଦେଇଥିଲେ।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories