www.samajalive.in
Monday, December 8, 2025
24.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା ପ୍ରସଙ୍ଗ, ଆସନ୍ତା ୧୦ ତାରିଖରେ ଶୁଣାଣି

ନୂଆଦିଲ୍ଲୀ: ପଞ୍ଜାବରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଉଲ୍ଲଂଘନ ଘଟଣା । ଆଜି ଏହି ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ଶୁଣାଣିରେ ସୁପ୍ରିମକୋର୍ଟ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ରେକର୍ଡ଼ ସୁରକ୍ଷିତ କରିବା ପାଇଁ ପଞ୍ଜାବ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ସୋମବାର ଦିନ ଏହି ଘଟଣାର ପୁନଃ ଶୁଣାଣି ହେବ । ଏହି ପ୍ରସଙ୍ଗରେ ରାଜ୍ୟ ପ୍ରଶାସନ ଓ ପଞ୍ଜାବ ପୋଲିସ୍ ସହୋଯୋଗ କରିବେ । ଶୁଣାଣି ପୂର୍ବରୁ ସମସ୍ତ ତଥ୍ୟ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ସୂଚନା ଅନୁଯାୟୀ ଗତ ବୁଧବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଞ୍ଜାବ ଆସିଥିଲେ । ହେଲେ ସେଠରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇନଥିିଲା । ଯାହାଫଳରେ ପ୍ରଧାନମନ୍ତ୍ରୀ ହୁସେନାୱାଲା ରାଷ୍ଟ୍ରୀୟ ସହିଦ ମେମୋରିଆଲ ଠାରୁ ୩୦ କିଲୋମିଟର ଦୂରରେ ଥିବା ଏକ ଫ୍ଲାଏ ଓଭରରେ ପ୍ରାୟ ୧୫-୨୦ ମିନିଟ୍ ଧରି ଅଟକି ରହିଥିଲେ । ବିକ୍ଷୋଭକାରୀମାନେ ପ୍ରଧାନମନ୍ତ୍ରୀଙ୍କ ରାସ୍ତା ଅବରୋଧ କରିଥିଲେ। ଯାହାକୁ ନେଇ ବର୍ତ୍ତମାନ ରାଜନୀତି ଜୋର ଧରିଛି ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories