www.samajalive.in
Sunday, December 7, 2025
16.1 C
Bhubaneswar

ଜୟନାରାୟଣଙ୍କ ଆଗୁଆ ଜାମିନ ଆବେଦନ ଖାରଜ

ସମାଜ ଡିଜିଟାଲ ଡେସ୍କ: ମହିଳା ଆଇଆଇସିଙ୍କୁ ମାଡ଼ ମାରିବା ଘଟଣାରେ ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ। ଗତବର୍ଷ ଫେବୃୟାରୀ ୧୫ ତାରିଖରେ ସମ୍ବଲପୁରରେ ଏହି ଘଟଣା ଘଟିଥିବାବେଳେ ଜୟନାରାୟଣ ପ୍ରଥମେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ଗିରଫଦାରିକୁ ଏଡାଇବା ସକାଶେ ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଥିଲେ। କିନ୍ତୁ ଉଚ୍ଚ ନ୍ୟାୟାଳୟ ତାହାକୁ ଖାରଜ କରିଦେଇଥିଲେ। ଏହାକୁ ଚାଲେଞ୍ଜ କରି ଜୟନାରାୟଣ ସୁପ୍ରିମକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। କିନ୍ତୁ ସର୍ବେଚ୍ଚ ନ୍ୟାୟାଳୟ ବି ତାଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି। ଫଳରେ ଜୟନାରାୟଣଙ୍କୁ ନିରାଶ ହେବାକୁ ପଡ଼ିଛି। ଉଭୟ ଜୟନାରାୟଣ ଏବଂ ମହିଳା ଆଇଆଇସି ପରସ୍ପର ନାଁରେ ଅଭିଯୋଗ ଆଣିଥିଲେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories