www.samajalive.in
Monday, December 8, 2025
27.1 C
Bhubaneswar

ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ସମ୍ପର୍କିତ ଆବେଦନ ସୁପ୍ରିମକୋର୍ଟରେ ଖାରଜ

ଡେସ୍କ: ଆନ୍ଧ୍ର ପ୍ରଦେଶ ଏବଂ ତେଲେଙ୍ଗାନା ରାଜ୍ୟରେ ବିଧାନସଭା ଆସନ ସଂଖ୍ୟା ବୃଦ୍ଧି ପାଇଁ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଆରମ୍ଭ କରିବା ପାଇଁ କେନ୍ଦ୍ରକୁ ନିର୍ଦ୍ଦେଶ ଦେବା ସମ୍ପର୍କିତ ଏକ ଆବେଦନକୁ ଶୁକ୍ରବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ବିଚାରପତି ସୂର୍ଯ୍ୟକାନ୍ତ ଏବଂ ଏନ କୋଟିଶ୍ୱର ସିଂହଙ୍କ ଖଣ୍ଡପୀଠ ଏହି ନିଷ୍ପତ୍ତି ଶୁଣାଇଛନ୍ତି।

ସୁପ୍ରିମକୋର୍ଟରେ ଆଗତ ଆବେଦନରେ ଆନ୍ଧ୍ର ପ୍ରଦେଶ ପୁନର୍ଗଠନ ଆଇନର ଧାରା ୨୬କୁ କାର୍ଯ୍ୟକାରୀ କରିବା ପାଇଁ କେନ୍ଦ୍ରକୁ ନିର୍ଦ୍ଦେଶ ଦେବାକୁ ଦାବି କରାଯାଇଥିଲା। ଆନ୍ଧ୍ର ପ୍ରଦେଶ ଏବଂ ତେଲେଙ୍ଗାନାକୁ ବାଦ ଦେଇ କେବଳ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ ଏବଂ କାଶ୍ମୀରର ବିଧାନସଭା ଓ ସଂସଦୀୟ କ୍ଷେତ୍ରଗୁଡ଼ିକୁ ସୀମା ନିର୍ଦ୍ଧାରଣ କରିବା ଅସାମ୍ବିଧାନିକ ଥିଲା ବୋଲି ଦର୍ଶାଯାଇଥିଲା।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories