www.samajalive.in
Friday, December 5, 2025
20.1 C
Bhubaneswar

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର: ଓଆରଏଚଡିସି ଦୁର୍ନୀତି ମାମଲାରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ। ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କରିବା ସହ ଭିଜିଲାନ୍ସ କୋର୍ଟକୁ ନୋଟିସ କରିଛନ୍ତି ସର୍ବୋଚ୍ଚ ଅଦାଲତ। ଓଆରଏଚଡିସି ଦୁର୍ନୀତି ମାମଲାରେ ମୋକିମଙ୍କୁ ୩ବର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ଭିଜିଲାନ୍ସ କୋର୍ଟଙ୍କ ରାୟକୁ କାଏମ ରଖିଥିଲେ ଓଡ଼ିଶା ହାଇକୋର୍ଟ। ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ମହମ୍ମଦ ମୋକିମ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories