www.samajalive.in
Sunday, December 7, 2025
14.1 C
Bhubaneswar

ବଢିଲା ଇଡି ନିର୍ଦ୍ଦେଶକ ସଞ୍ଜୟ ମିଶ୍ରଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ନିର୍ଦେଶକ ଏସ.କେ. ମିଶ୍ରଙ୍କୁ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଇଡି ନିର୍ଦେଶକ ପଦରେ ରହିବାକୁ ଅନୁମତି ପ୍ରଦାନ କରିଛନ୍ତି। ଇଡି ନିର୍ଦ୍ଦେଶକ ସଞ୍ଜୟ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି କରିବାକୁ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ବର୍ତ୍ତମାନ ସୁପ୍ରିମକୋର୍ଟ ଇଡି ନିର୍ଦ୍ଦେଶକ ଭାବେ ଏସ.କେ. ମିଶ୍ରଙ୍କ କାର୍ଯ୍ୟକାଳ ବୃଦ୍ଧିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ସୁପ୍ରିମକୋର୍ଟଙ୍କଠାରୁ କେନ୍ଦ୍ର ସରକାରଙ୍କୁ ଶକ୍ତ ଝଟ୍‌କା ଲାଗିଥିଲା। ଇଡି ନିର୍ଦ୍ଦେଶକ ସଞ୍ଜୟ ମିଶ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି ବେଆଇନ ବୋଲି କହିଥିଲେ ସର୍ବୋଚ୍ଚ ନ୍ୟାୟାଳୟ। ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କୁ ବିଚାରାଧୀନ କାର୍ଯ୍ୟଗୁଡିକ ଶେଷ କରିବାକୁ ଜୁଲାଇ ୩୧, ୨୦୨୩ ପର୍ଯ୍ୟନ୍ତ ସମୟ ଦେଇଥିଲେ।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories