ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଗିରଫଦାରୀ ମାମଲା – ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ
ଡେସ୍କ: ଅବକାରୀ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ – ଇଡି ଦ୍ୱାରା ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନ ଉପରେ ଆଜି ସୁପ୍ରିମକୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ନିଜ ଗିରଫଦାରୀକୁ ଶ୍ରୀ କେଜ୍ରିୱାଲ ବେନିୟମ ବୋଲି ଦର୍ଶାଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଜଷ୍ଟିସ ଦୀପଙ୍କର ଦତ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ବରିଷ୍ଠ ଆଇନଜୀବୀ ଅଭିଷେକ ସିଂଘଭି ଏବଂ ଅତିରିକ୍ତ ସଲିସିଟର ଜେନେରାଲ ଏସ୍ ଭି ରାଜୁଙ୍କ ଯୁକ୍ତି ଶୁଣିବା … Continue reading ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଗିରଫଦାରୀ ମାମଲା – ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ
Copy and paste this URL into your WordPress site to embed
Copy and paste this code into your site to embed