ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଗିରଫ ମାମଲା – ସୋମବାର ସୁପ୍ରିମକୋର୍ଟରେ ଶୁଣାଣି

​ଡେସ୍କ: ମଦ ନୀତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ୍ ନେତା ଅରବିନ୍ଦ କେଜ୍ରିଓ୍ଵାଲଙ୍କ ଆବେଦନର ଶୁଣାଣି ସୋମବାର ସୁପ୍ରିମକୋର୍ଟରେ ହେବ। ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଜଷ୍ଟିସ ଦୀପଙ୍କର ଦତ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବେ। ଚଳିତ ମାସ ୯ ତାରିଖରେ ଦିଲ୍ଲୀ ହାଇକୋର୍ଟ ଆପ୍ ନେତାଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରିଥିବା ଆବେଦନକୁ ଖାରଜ କରିଦେଇଥିଲେ। ଆବେଦନ ଖାରଜ କରି ଦିଲ୍ଲୀ … Continue reading ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଗିରଫ ମାମଲା – ସୋମବାର ସୁପ୍ରିମକୋର୍ଟରେ ଶୁଣାଣି