www.samajalive.in
Thursday, December 11, 2025
14.1 C
Bhubaneswar

ଶିକ୍ଷକମାନଙ୍କୁ ପାସ୍ କରିବାକୁ ପଡିବ ଟିଇଟି, ନଚେତ୍ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର : ଟିଚର ଇଲିଜିବିଲିଟି ଟେଷ୍ଟ (TET) ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଦେଇଛନ୍ତି । TET ଉତ୍ତୀର୍ଣ୍ଣ ବାଧ୍ୟତାମୂଳକ ବୋଲି ରାୟ ଦେଇଛନ୍ତି ସୁପ୍ରିମକୋର୍ଟ । ବର୍ତ୍ତମାନ ଯେଉଁ ଶିକ୍ଷକମାନେ ଚାକିରିରେ ଅଛନ୍ତି ୨ ବର୍ଷରେ ସେମାନଙ୍କୁ TET  ପାସ୍‌ କରିବାକୁ ପଡ଼ିବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଯେଉଁ ଶିକ୍ଷକଙ୍କ ଅବସର ଆଉ ୫ ବର୍ଷରୁ କମ୍‌ ଅଛି ସେମାନଙ୍କ ପାଇଁ ଏହା ଦରକାର ପଡିବନାହିଁ । କିନ୍ତୁ ଅବସର ୫ ବର୍ଷରୁ ଊର୍ଦ୍ଧ୍ବ ଥିଲେ ଟିଇଟି ଉତ୍ତୀର୍ଣ୍ଣ ହେବା ବାଧ୍ୟତାମୂଳକ ହେବ । ଟିଇଟି ଉତ୍ତୀର୍ଣ୍ଣ ହୋଇ ନ ପାରିଲେ ବାଧ୍ୟତାମୂଳକ ଅବସର ଦିଆଯିବ ।

Hot this week

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ...

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

Related Articles

Popular Categories