ଭୁବନେଶ୍ଵର: କଂଗ୍ରେସ ବିଧାୟକ ସୁୁରେଶ ରାଉତରାୟଙ୍କୁ ଦଳରୁ ବହିଷ୍କାର କରାଯାଇଛି। ବିଶୃଙ୍ଖଳା ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ କଂଗ୍ରେସରୁ ୬ ବର୍ଷ ପାଇଁ ବହିଷ୍କାର କରାଯାଇଛି। ଏନେଇ ଏଆଇସିସି ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ସୂଚନା ଦେଇଛନ୍ତି।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!