www.samajalive.in
Monday, December 15, 2025
15.1 C
Bhubaneswar

କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’

କଟକ : ମହାନଦୀ ବିହାର କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ- ‘ସୁରଭି-୨୦୨୩’ ଏବଂ ‘ଓଡ଼ିଶା ମିଲେଟସ ପ୍ରତିଯୋଗିତା’ ମହାନଦୀ ବିହାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସିଆରସିସି ରାଜକିଶୋର ସାହୁଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିିତ ହୋଇଯାଇଛି । ଏହି ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପୂର୍ଣ୍ଣିମା ବେହେରା, ୪୭ ନମ୍ବର ୱାର୍ଡର କର୍ପୋରେଟର ଇଂ ସୁବ୍ରତ ଘଡେଇ ଏବଂ ସ୍ଥାନୀୟ ଅଂଚଳର ବରିଷ୍ଠ ନାଗରିକ ତଥା ସମାଜସେବୀ ଇଂ ରମେଶ ଚନ୍ଦ୍ର ରାଉତ, ପୂର୍ବତନ ସିଆରସିସି ମିନତୀ ଧଳ ପ୍ରମୁଖ ଯୋଗ ଦେଇଥିଲେ ।
ମହାନଦୀ ବିହାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନିବେଦିତା ନାୟକ, କ୍ଲଷ୍ଟର ଅଧିନସ୍ଥ ସମସ୍ତ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସମସ୍ତ ଶିକ୍ଷକ- ଶିକ୍ଷୟିତ୍ରୀ ସହଯୋଗ କରି ପ୍ରତିଯୋଗିତାକୁ ସୂଚାରୁ ରୂପେ ସଂପାଦନ କରିଥିଲେ । ଶେଷରେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ସୁଷମା ମଂଜରୀ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories