ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ

ଭୁବନେଶ୍ବର : ବରିଷ୍ଠ ନେତା ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ ଘଟିଛି । କାକଟପୁର ପୂର୍ବତନ ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ୯୩ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭବନରେ ଦେହାନ୍ତ ହୋଇଛି । ଦୀର୍ଘଦିନରୁ ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ । ଶୁକ୍ରବାର ଭୋରରୁ ତାଙ୍କର ପରଲୋକ ଘଟିଛି ।

Comments are closed.