ଭୁବନେଶ୍ବର: ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ(ଓଇଆରସି)ର ନୂଆ ଅଧ୍ୟକ୍ଷ ହେବେ ବୋଲି ଜଣାପଡ଼ିଛି। ବର୍ତ୍ତମାନର ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ଫେବ୍ରୁଆରୀ ୨୮ରେ ସରୁଛି। ମାର୍ଚ୍ଚ ୧ରୁ ସେ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ବ ଗ୍ରହଣ କରିବେ। ଆଜି ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
Popular Categories



