www.samajalive.in
Sunday, December 14, 2025
26.1 C
Bhubaneswar

ଅଣରାଜସ୍ୱ କାମ କରିବେ ନାହିଁ ରାଜସ୍ୱ ଅଧିକାରୀ – ସୁରେଶ ପୂଜାରୀ

ଡେସ୍କ: ରାଜସ୍ୱ ଅଧିକାରୀମାନଙ୍କୁ ଏଣିକି ଅଣରାଜସ୍ଵ କାମ କରିବାକୁ ପଡିବ ନାହିଁ। ଏ ନେଇ ରାଜସ୍ବ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖାଯାଇଛି। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପ୍ରଶାସନକୁ ଲୋକାଭିମୁଖୀ କରିବା ପାଇଁ ଅନେକ ସଂସ୍କାର କରିବାର ଆବଶ୍ୟକତା ଅଛି। ରାଜସ୍ୱ ବିଭାଗର ଦାୟିତ୍ୱରେ ଥିବା ଅଧିକାରୀ ମାନେ ବିଭାଗ ପ୍ରତି କେମିତି ସଂପୂର୍ଣ୍ଣ ନ୍ୟାୟ କରିପାରିବେ ଓ ଲୋକଙ୍କ ପାଖରେ ସୁଫଳ ପହଞ୍ଚାଇବା ଲାଗି ପ୍ରତିବଦ୍ଧତା ସହ କାମ କରିବେ ସେଥିପାଇଁ ଅନେକ ସଂସ୍କାର ଅଣାଯାଉଛି ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି।

ଶ୍ରୀ ପୂଜାରୀ କହିଛନ୍ତି, ଅନେକ ପୁରୁଣା ଆଇନ ଗୁଡ଼ିକୁ ସଂଶୋଧନ କରାଯିବ ଓ ଅନାବଶ୍ୟକ ଆଇନ ଗୁଡିକୁ ରଦ୍ଦ କରାଯିବ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories