www.samajalive.in
Friday, December 12, 2025
14.1 C
Bhubaneswar

ବିପର୍ଯ୍ୟୟ ମୁକାବିଲା ପାଇଁ ସରକାର ପ୍ରସ୍ତୁତ- ବିଭାଗୀୟ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବିପର୍ଯ୍ୟୟ ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି । ଆଜି ବିପର୍ଯ୍ୟୟ ପରିଚାଳନା ବୈଠକ ପରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ସରକାର ମାଇକ୍ରୋ ପ୍ଳାନିଂ ପ୍ରସ୍ତୁତ କରୁଛନ୍ତି, ଏନେଇ ଅନେକ ପ୍ରସ୍ତାବ ଆସିଛି । ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ତ୍ରୁଟି ଶୂନ୍ୟ ଯୋଜନା କରାଯିବ । ବିପର୍ଯ୍ୟୟ ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଥିବା କହିଛନ୍ତି ସୁରେଶ ପୂଜାରୀ । ଏହାସହିତ ଓଡ଼ିଶା ସରକାର ଲୋକଙ୍କ ରକ୍ଷା କବଚ ହେବ ବୋଲି ସେ କହିଛନ୍ତି ।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories