www.samajalive.in
Monday, December 15, 2025
26.1 C
Bhubaneswar

ବିନା ସ୍ୱୀକୃତିରେ ଛୁଟିରେ ରହିଲେ ଦରମା ବନ୍ଦ ହେବ- ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର : ଓଡିଶା ରାଜସ୍ୱ ଅମଲା ସଂଘକୁ ଆନ୍ଦୋଳନରୁ ଓହରିବାକୁ ବୁଧବାର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଅପିଲ୍‌ କରିଛନ୍ତି । ଆନ୍ଦୋଳନରୁ ନଓହରିଲେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି । ବିନା ସ୍ୱୀକୃତିରେ ଛୁଟିରେ ରହିଲେ ଦରମା ବନ୍ଦ ହେବ । କ୍ୟାଡର ପୁନର୍ଗଠନ ରାଜସ୍ୱ ବିଭାଗ ଅଧୀନ ନୁହେଁ, ଜିଏ ବିଭାଗକୁ ଯାଇଛି, ଅପେକ୍ଷା ନକରି ଛୁଟିରେ ରହିଲେ ଗ୍ରହଣୀୟ ନୁହେଁ । ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଯାଇଛି, ଛୁଟି ବାତିଲ ହେବ, ମଞ୍ଜୁର ହେବ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି ।

ଏହି ୫ ରାଶି ପାଇଁ ବଡ ଖୁସି ନେଇ ଆସୁଛି ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ; ମିଳିବ ଧନ ସହ ଚାକିରି..

ବର୍ବରତାର ସୀମା ପାର୍‌ ; ଶାଶୁକୁ ହତ୍ୟା ପରେ ୧୯ ଖଣ୍ଡ କଲା ଡାକ୍ତର ଜ୍ୱାଇଁ..

- Advertisement -

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories