www.samajalive.in
Sunday, December 7, 2025
26.1 C
Bhubaneswar

୯ ମାଓବାଦୀଙ୍କ ଆତ୍ମସମର୍ପଣ

ବୌଦ୍ଧ: ବୌଦ୍ଧ ପୁଲିସକୁ ବଡ ସଫଳତା ମିଳିଛି। କିଛି ଦିନ ମଧ୍ୟରେ ଲଗାତାର ଭାବରେ ବୌଦ୍ଧ କନ୍ଧମାଳ ସୀମାନ୍ତ ଜଙ୍ଗଲରେ ପୁଲିସ ଏସଓଜି ଓ ବିଏସଏଫ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି। ଏହାରି ମଧ୍ୟରେ ଆଜି ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ୯ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ୯ ମାଓବାଦୀଙ୍କ ମଧ୍ୟରୁ ଦୁଇ ଜଣ ମହିଳା ରହିଛନ୍ତି। ସମସ୍ତ ମାଓବାଦୀ ଛତିଶଗଡ ରାଜ୍ୟ ଦାନ୍ତେୱ୍ବାଡ଼ା ଜିଲ୍ଲା ବୋଲି ଜଣାପଡିଛି । ଏମାନେ ସମସ୍ତେ କେକେବିଏନ୍ ସହ ଜଡିତ ଥିଲେ। ଆତ୍ମ ସମର୍ପଣ କରିବା ପରେ ସରକାରଙ୍କ ନିୟମ ମୁତାବକ ସେମାନଙ୍କୁ ଶିକ୍ଷା, ସ୍ଵାସ୍ଥ୍ୟ, ବାସଗୃହ, ଜମି ଆଦି ଯୋଗାଇ ଦିଆଯିବା ନେଇ ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି ଜୟ ନାରାୟଣ ପଙ୍କଜ ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories